ଘରେ ଥିବା ପାଣି ଡେକଚିରେ ପଡ଼ି ଦୁଇ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଏଭଳି ଦୁଃଖଦ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନ୍ଏସିର ଦେହୁରୀସାହିରେ। ମୃତ ଶିଶୁକନ୍ୟା ଜଣଙ୍କ ନଵ୍ୟନିବେଦିତା ବେଉରା।
ଆଜି ସକାଳେ ବିବେକାନନ୍ଦ ବେଉରାଙ୍କ ସାନ ଝିଅ ନଵ୍ୟନିବେଦିତା ଘରେ ଖେଳୁଥିଲା। ଏହି ସମୟରେ ପରିବାର ଲୋକେ କାମରେ ବ୍ୟସ୍ତଥିଲେ। ଅସାବଧାନତା ହେତୁ ପିଲାଟି ଘରେ ଥିବା ବଡ଼ ପାଣି ଡେକଚିରେ ପଡ଼ି ଯାଇଥିଲା।
Also Read
ପରିବାର ଲୋକେ ଝିଅକୁ ନ ପାଇବାରୁ ବହୁତ ଖୋଜିଖୋଜି କରିଥିଲେ। ସାହି, ପଡ଼ିଶା ଚାରିଆଡେ ଖୋଜାଖୋଜି କରିଥିଲେ। ହେଲେ ଝିଅକୁ ପାଇନଥିଲେ। ପରେ ଘରେ ଥିବା ପାଣି ହାଣ୍ଡିରେ ଝିଅ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକେ ତୁରନ୍ତ ତାକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ଶିଶୁଟିର ମୃତ ପରେ ପରିବାରରେ ଶୋକ ଛାୟା ଖେଳିଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।