ପୋଖରୀରେ ବୁଡ଼ି ୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ଆତ୍ରୁକଣା ଅଙ୍ଗନବାଡ଼ି ନିକଟରେ। ମୃତକ ହେଲେ ପାୟେଲ ପାତ୍ର (୩), ଭାରତୀ ପତ୍ର (୪), ଲିପ୍ସା ପାତ୍ର (୩) ।
ଆଜି ସକାଳେ ୩ ଜଣ ଶିଶୁ ଆତ୍ରୁକଣାରେ ଥିବା ଅଙ୍ଗନବାଡ଼ିକୁ ପାଠ ପଢ଼ିବା ପାଇଁ ଆସିଥିଲେ। ପାଠ ପଢ଼ା ସରିବା ପରେ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ର ବାହାରେ ଖେଳୁଥିଲେ। ଖେଳୁ ଖେଳୁ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଥିବା ପୋଖରୀ ନିକଟକୁ ଚାଲିଯାଇଥିଲେ। ଏହି ସମୟରେ ୩ ଜଣ ଶିଶୁ ବୁଡ଼ି ଯାଇଥିଲେ।
Also Read
ସ୍ଥାନୀୟ ଲୋକେ ୩ ପିଲାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଗରପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ୩ଜଣଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।