ସୁନ୍ଦରଗଡ ଜିଲ୍ଲା ବରସୁଆଁରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ବରସୁଆଁକୁ ଲୁହାପଥର ଲୋଡ଼ କରିବାକୁ ଆସିଥିବା ସମୟରେ ଘଟିଲା ଅଘଟଣ । ଏହି ଦୁର୍ଘଟଣାରେ କେହି ଆହତ ହୋଇ ନ ଥିବା ଜଣାଯାଇଛି।
ଲୁହାପଥର ଲୋଡ଼ କରିବା ନିମନ୍ତେ ଗତ ରାତିରେ ବରସୁଆଁ ଅଭିମୁଖେ ଏକ ମାଲବାହୀ ଟ୍ରେନ୍ ଆସିଥିଲା। ମାତ୍ର ଖଣି ଲୋଡ଼ କରିବା ନିମନ୍ତେ ପହଞ୍ଚିବା ପୂର୍ବରୁ ବସ୍ଷ୍ଟାଣ୍ଡ ପାଖ ରେଳ ଧାରଣା ନିକଟରେ ଟ୍ରେନ୍ର ୩ଟି ବଗି ଲାଇନଚ୍ୟୁତ ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ରେଲୱେ ବିଭାଗର ବରିଷ୍ଠ ଅଧିକାରୀ ପହଞ୍ଚି ସ୍ଥିତିକୁ ଅନୁଧ୍ୟାନ କରିଥିଲେ।
Also Read
ଟ୍ରେନ୍ର ବଗିଗୁଡ଼ିକୁ ଟ୍ରାକ୍ରୁ ବାହାର କରିବା ପରେ ଉକ୍ତ ଲାଇନ୍ରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ ହୋଇଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।