ବିବାହ ଭୋଜିରୁ ଫେରୁଥିଲେ; ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ମୃତାହତ ମାନେ ଗୋଟିଏ ପରିବାରର ବୋଲି ଜଣାଯାଇଛି।

Accident PhotoOR

ଦୁର୍ଘଟଣାଗ୍ରସ୍ତ ଗାଡ଼ି

Tapaswini Nayak
  • Published: Wednesday, 10 July 2024
  • Updated: 10 July 2024, 10:39 AM IST

Sports

Latest News

ବିବାହ ଭୋଜିରେ ଯୋଗ ଦେଇ ସ୍କର୍ପିଓ ଯୋଗେ ଘରକୁ ଫେରୁଥିଲେ। ଅଧବାଟରେ ସ୍କର୍ପିଓକୁ ହାଇୱା ଧକ୍କା ଦେବାରୁ  ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ରେଙ୍ଗାଲବେଢ଼ା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଓ ଜଣେ ଯୁବତୀ ରହିଥିବା ସୂଚନା ରହିଛି। ଆହତମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ମୃତାହତ

Also Read

ମାନେ ଗୋଟିଏ ପରିବାରର ବୋଲି ଜଣାଯାଇଛି।

ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝରରୁ ଏକ ବାହାଘର ଭୋଜି ଖାଇ ସ୍କର୍ପିଓରେ ଗୋଟିଏ ପରିବାରର ୭ ଜଣ କୋଇଡ଼ା ଫେରୁଥିଲେ। କୋଇଡା ଥାନା ରେଙ୍ଗାଲବେଢ଼ା ଛକ ନିକଟରେ ବୀପରିତ ଦିଗରୁ ଆସୁଥିବା ଏକ ସ୍କର୍ପିଓ ହାଇୱାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story