ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ସୁଡ଼ା ପଞ୍ଚାୟତ ମହଗାରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଖୋଲାଣ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଟିମଙ୍କ ତଦାରଖରେ ଅନ୍ୟମାନେ ଘରେ ଚିକିତ୍ସିତ ହେଉଥିବା ଜଣାଯାଇଛି।
ତେବେ ଗାଁରେ କାହିଁକି ଝାଡ଼ାବାନ୍ତି ବ୍ୟାପିଛି ଏହାର କାରଣ ଜଣାପଡ଼ି ନାହିଁ। ଗାଁରେ ଡାକ୍ତରୀ ଟିମ୍ ସ୍ଥିତି ଉପରେ ନଜର ରଖିଛନ୍ତି। ସେହିପରି ପାଣି ନମୂନା ପରୀକ୍ଷା ପଠାଇଥିବା ଜଣାଯାଇଯାଇଛି। ଅନ୍ୟପକ୍ଷରେ ମାସକ ମଧ୍ୟରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।
Also Read
ସେହିପରି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକରେ ଦଣ୍ଡସେନାଗୁଡା ଗାଁରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଡାକ୍ତରୀ ଟିମ୍ ଗାଁରେ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଥିବ ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରକକୁ ପିଟିଲା କୋର୍ଟ ଭ୍ୟାନ୍, ପୁଲିସ୍ ଓ ମୁଦାଲା ଆହତ
ଟ୍ରକକୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍ । ଏଥିରେ କୋର୍ଟ ଭ୍ୟାନ୍ର ସମ୍ମୁଖ କାଚ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
Accident
ପାରାଦୀପ ଯାଉଥିଲା ବସ୍, ରାସ୍ତା ତଳକୁ ଖସି ପଡ଼ିଲା
ଡଲଫିନ ଫୋର୍-ଜି ନାମକ ବସ୍ ପିକନିକ ପାର୍ଟିକୁ ନେଇ କୁଜଙ୍ଗ ମାଳହୁଙ୍କା ଯାଇଥିଲା। ସେଠାରେ ସମସ୍ତଙ୍କୁ ଓହ୍ଲାଇ ଦେଇ ବସ୍ଟି ଆଜି ଭୋର ସମୟରେ ପାରାଦୀପ ଫେରୁଥିଲା।
Accident
ନିର୍ମାଣାଧୀନ ଘରେ ଅଘଟଣ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ, ଜଣେ ଗୁରୁତର
ଗୁରୁତର ଅବସ୍ଥାରେ ଉଭୟଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଉଦ୍ଧବଙ୍କୁ ମୃତ ଘୋଷଣ କରାଯାଇଥିଲା।
National
ଅଜିତ କୁମାରଙ୍କ ଭୟଙ୍କର କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଜୀବନ
ଦୁବାଇ ଗ୍ରାଣ୍ଡ ଫିକ୍ସରେ ଅଭ୍ୟାସ ବେଳେ ନିୟନ୍ତ୍ରଣ ହରାଇ ରେସିଂ ଟ୍ରାକ୍ କଡ଼ରେ ଥିବା କାନ୍ଥରେ ପିଟି ହୋଇଥିଲା ଅଜିତଙ୍କ କାର। ଦୁର୍ଘଟଣାରେ ଅଭିନେତାଙ୍କର ବିଶେଷ କିଛି କ୍ଷତି ହୋଇନାହିଁ।
Accident
ଟ୍ରକ୍ ଧକ୍କାରେ ପୁଅ ମୃତ; ବାପା,ମା’ ଗୁରୁତର
ତ୍ରୟମ୍ବକମ୍ ଓ ତାଙ୍କ ବାପାମା’ଙ୍କୁ ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ଡାକ୍ତରଖାନାକୁ ନେଇଥିଲେ।