Advertisment

ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ ଏବଂ ୪୦ ରୁ ଅଧିକ ଆହତ

କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର କଟରପଡ଼ା ଛକରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା।

author-image
Manoj Swain

ବସ୍‌ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର କଟରପଡ଼ା ଛକରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା। ବସ୍‌ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

Advertisment
Cuttack Accident Odisha