ମୁହାଁ ମୁହିଁ ପିଟିହେଲା ବସ ଟ୍ରକ | Fatal Cuttack Accident: Bus-Truck Collision | Odisha Reporter
Advertisment
ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର କଟରପଡ଼ା ଛକରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା। ବସ୍ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us