Gas Cylinder Blast
Advertisment
ଗ୍ୟାସ ସିଲିଣ୍ଡର ଲିକ୍ ଯୋଗୁଁ ଲାଗିଲା ନିଆଁ । ଏଥିରେ ୩ ଜଣ ଗୁରୁତର ହୋଇଥିବା ଜଣାଯାଇଛି। କଟକ ପିଠାପୁର ଅଞ୍ଚଳରେ ଆଜି ସକାଳୁ ଏପରି ଅଭାବନୀୟ ଘଟଣା ଘଟିଛି। ଆହତଙ୍କ ପରିଚୟ ମିଳି ପାରିନି।
Advertisment
ଆଜି ସକାଳେ ଅଚାନକ ଘରୋଇ ଗ୍ୟାସ ସିଲିଣ୍ଡର ଲିକ୍ ଯୋଗୁଁ ନିଆଁ ଲାଗିଯାଇଥିଲା। ଫଳରେ ଏଥିରେ ତିନିଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ତୁରନ୍ତ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଛି ।
ନିଆଁ ଲାଗିଥିବା ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us