Advertisment

ହାଇୱାକୁ ପିଟିଲା ଯାତ୍ରୀବାହୀ ବସ୍

ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ୪୦ ଜଣ ଯାତ୍ରୀଙ୍କୁ ନେଇ କଟକରୁ ନରସିଂହପୁର ଅଭିମୁଖେ ଯାଉଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଗୋଲେଇ ଛକ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ଯାତ୍ରୀବାହୀ ବସ୍ ପଛପଟୁ ଧକ୍କା ଦେବାରୁ ୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ୪୦ ଜଣ ଯାତ୍ରୀଙ୍କୁ ନେଇ କଟକରୁ ନରସିଂହପୁର ଅଭିମୁଖେ ଯାଉଥିଲା। ଗୋଲେଇ ଛକ ନିକଟରେ ବସ୍‌ଟି ଏକ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣ ଯାତ୍ରୀ ଆହତ ହୋଇଥିଲେ।

ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ବସକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ହାଇୱା ଡ୍ରାଇଭରର କିଛି ହୋଇନାହିଁ। 

Advertisment
Cuttack Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe