ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌; 6 ମୃତ

ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ବୋଲି ଜଣାଯାଇଛି। ଆଜି ସକାଳେ ଏହି ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା।

Manoj Swain
  • Published: Wednesday, 24 January 2024
  • Updated: 24 January 2024, 12:50 PM IST

Sports

Latest News

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରା ପାର୍ଟି ଟ୍ରକ୍‌। ଏହି ଦୁର୍ଘଟଣାରେ 6 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ବୋଲି ଜଣାଯାଇଛି। ଆଜି ସକାଳେ ଏହି ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos