ଅଦ୍ୟତନ ହୋଇଛି
ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍ | Odisha Reporter
Advertisment
ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରା ପାର୍ଟି ଟ୍ରକ୍। ଏହି ଦୁର୍ଘଟଣାରେ 6 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ବୋଲି ଜଣାଯାଇଛି। ଆଜି ସକାଳେ ଏହି ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us