Accident
Advertisment
ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଭେଲୋର ଛକରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନକୁ ଡମ୍ଫରଟି ଧକ୍କା ଦେବାରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେଳ ଭର୍ତ୍ତି କରାଯାଇଛି।
Advertisment
ଆଜି ସକାଳେ ଭ୍ୟାନଟି ଧାମନଗରରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ଡମ୍ଫର ଆସି ଭ୍ୟାନକୁ ପଛରୁ ଧକ୍କା ଦେଇଥିଲା। ଫଳରେ ଭ୍ୟାନଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି।
ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରିବା ସହ ଡମ୍ଫର ଚାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Accident_1731206382.jpg)