Advertisment

ଦୁଇ କାର୍‌ ମୁହାଁମୁହିଁ ଧକ୍କା; ୫ ଆହତ

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

Road Accident

Road Accident

Advertisment

ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଗୁଡ଼ିଆ ପୋଖରୀ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି।  ଦୁଇ କାର୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ ୫ ଜଣ ଆହତ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।  ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

Advertisment

ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ଟି ପୁରୀରୁ ଦେବକୁଣ୍ଡ ଅଭିମୁଖେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିଲେ।

 ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।  ଦୁର୍ଘଟଣାରେ କାର୍‌ର ସମ୍ମୁଖ ଅଂଶଟି ଭାଙ୍ଗିଯାଇଛି। 

Advertisment
Road Accident Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe