Advertisment

ଅଟୋକୁ ଧକ୍କା ଦେଲା କାର୍; ୫ ଛାତ୍ରଛାତ୍ରୀ ଆହତ

ଆଜି ସକାଳେ ଛାତ୍ରଛାତ୍ରୀମାନେ ଅଟୋ ଯୋଗେ ଆଦର୍ଶ ବିଦ୍ୟାଳୟକୁ ଯାଉଥିଲେ।

Road accident

Road accident

Advertisment

ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଅଟୋକୁ ଧକ୍କା ଦେଲା କାର୍। ଦୁର୍ଘଟଣାରେ ୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ଧାମନଗର ଛକ ସ୍ଥିତ ରାଇସ ମିଲ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି। ଆହତ ଛାତ୍ରଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଛାତ୍ରଛାତ୍ରୀମାନେ ଅଟୋ ଯୋଗେ ଆଦର୍ଶ ବିଦ୍ୟାଳୟକୁ ଯାଉଥିଲେ। ଏହି ସମୟରେ ଧାମନଗର ଛକ ସ୍ଥିତ ରାଇସ ମିଲ୍‌ ନିକଟରେ ବୀପରିତ ଦିଗରୁ ଆସୁଥିବା କାର୍ ସହ ଅଟୋର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ।

ପୁଲିସ କାର ଡ୍ରାଇଭରକୁ ଅଟକ ରଖିଛି। ଦୁର୍ଘଟଣାରେ କାରର ସମ୍ମୁଖ ଅଂଶ ଭାଙ୍ଗି ଯାଇଛି।

Advertisment
Roadaccident Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe