ପରେଡରେ ଭାଗ ନେବାବେଳେ ଅସୁସ୍ଥ ହୋଇ ପଡ଼ିଲେ ୫ ଜଣ ଛାତ୍ରୀ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ସ୍ତରୀୟ ସ୍ୱାଧନତା ଦିବସ ପରେଡ
ବେଳେ ଏପରି ଅଘଟଣ ଘଟିଛି। ଆହତ ଛାତ୍ରୀମାନଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Also Read
ଆନନ୍ଦପୁର ବ୍ରିଜ ଛକ ପଡ଼ିଆରେ ଉପଖଣ୍ଡ ସ୍ତରୀୟ ସ୍ୱାଧନତା ଦିବସ ପାଳିତ ହେଉଥିଲା। ଏହି ପରେଡରେ ବିଭିନ୍ନ ସ୍କୁଲର ପିଲାମାନେ ଅଂଶ ଗ୍ରହଣ କରିଥିଲେ। ପରେଡ ଚାଲିଥିବା ବେଳେ ହଠାତ୍ ୫ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ଛାତ୍ରୀମାନେ ଅସୁସ୍ଥ ହୋଇପଡ଼ି ଥିବା ଅନୁମାନ କରାଯାଉଛି। ତେବେ ଏନେଇ ସ୍କୁଲ କର୍ତ୍ତୃପକ୍ଷ କି ମେଡିକାଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ରୋଲରକୁ ପିଟିଲା ବସ୍, ୧୫ ଆହତ
ଆଜି ସକାଳେ ବସ୍ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିଲା
Accident
ବାଇକ୍ରେ ଯାଉଥିଲେ; ୪ ଯୁବକଙ୍କ ଉପରେ ମାଡ଼ିଗଲା ମାଲବାହୀ ଟ୍ରକ୍
ଆଜି ସକାଳେ ବୈପାରୀଗୁଡ଼ା ବ୍ଲକ ବିଚଲକଟା ଗ୍ରାମର ୪ଜଣ ଯୁବକ ବାଇକ୍ ଯୋଗେ କୌଣସି କାମରେ ଯାଉଥିଲେ।
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।