Advertisment

ଜିଏମ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ; ୬ ଆହତ

ଆଜି ଅପରାହ୍ନରେ ପ୍ଲାଣ୍ଟର ତିନି ନମ୍ବର ଫର୍ନେସରେ କୌଣସି କାରଣରୁ ବିସ୍ଫୋରଣ ହୋଇଥିଲା।

GM IRON

GM IRON

Advertisment

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଲେଇ ଠାରେ ଥିବା ଜିଏମ ଆଇରନ ପ୍ଲାଣ୍ଟରେ ବିସ୍ପୋରଣ ଘଟି ୬ ଜଣ ଶ୍ରମିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଅନୁଗୋଳ ଜିଲ୍ଲା ବଅଁରପାଳ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ଅପରାହ୍ନରେ ପ୍ଲାଣ୍ଟର ତିନି ନମ୍ବର ଫର୍ନେସରେ କୌଣସି କାରଣରୁ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ କମ୍ପାନୀ କର୍ତ୍ତୃପକ୍ଷ ପ୍ଲାଣ୍ଟର ମୁଖ୍ୟ ଫାଟକରେ ତାଲା ପକାଇ ଦେଇଛନ୍ତି। ପରଜଙ୍ଗ ପୁଲିସ ଘଟଣାର ତଦନ୍ତ କରୁଛି।

Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe