ବାହାନଗା ଭଳି ଆଉ ଏକ ଟ୍ରେନ ଟ୍ରାଜେଡି | Odisha Reporter
ପଶ୍ଚିମବଙ୍ଗ ଦାର୍ଜିଲିଂରେ ଟ୍ରେନ୍ ଦୁର୍ଘଟଣା: କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
