Advertisment

କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲଗାଡ଼ି

ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି।

Advertisment

ପଶ୍ଚିମବଙ୍ଗ ଦାର୍ଜିଲିଂରେ ଟ୍ରେନ୍ ଦୁର୍ଘଟଣା: କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
West Bengal Train Accident Kanchanjunga Express Derailed
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe