ନିମିଷେକେ ଚାଲିଗଲା ବୁଣାକାରଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ବୁଟୁପାଲି ଗାଁରେ। ମୃତକଙ୍କ ନାଁ ହେଉଛି ପ୍ରକାଶ ମେହେର (୪୦)।
ଆଜି ସକାଳେ ପ୍ରବଳ ଗରମ ହେଉଥିଲା। ଗରମରୁ ରକ୍ଷ୍ୟା ପାଇବା ପାଇଁ ପ୍ରକାଶ ଏକ ଟିଣ କୁଲରକୁ ଇଲେକ୍ଟ୍ରିରେ ଲଗାଇଥିଲେ। ସେଇ କୁଲର ଇଲେକ୍ଟ୍ରିରେ ଲଗାଇବା ମାତ୍ରେ ସେ ଛିଟିକି ପଡ଼ିଥିଲେ। ତଳେ ପଡ଼ି ସେ ସଙ୍ଗେ ସଙ୍ଗେ ଗୁରୁତର ଆହାତ ହୋଇଥିଲେ। ପରିବାର ଲୋକ ପ୍ରକାଶଙ୍କୁ ଗୁତର ଅବସ୍ଥାରେ ବୌଦ୍ଧ ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Also Read
ଏନେଇ ଖବର ପାଇଁ ମେଡିକାଲରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଛି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ପକ୍ଷ୍ୟରୁ ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।