Advertisment

ବିବାହର ୩ ଦିନ ପରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ

ତିନି ଦିନ ତଳେ ପଡ଼ିଥିଲା ହାତ ଗଣ୍ଠି। ଲିଭିନି ଅଳତା, ଘରୁ ଯାଇନାହାନ୍ତି କୁଣିଆ ମୈତ୍ର। ହେଲେ ଲଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ବାହାଘର ତୃତୀୟ ଦିନରେ ସ୍ୱାମୀ-ସ୍ତ୍ରୀ ବାଇକ୍‌ରେ ବ୍ରହ୍ମପୁର ଯାଉଥିବା ବେଳେ ମଝି ରାସ୍ତାରେ ଧକ୍କା ଦେଲା ଟ୍ରାକ୍ଟର। ଆଉ ହାତ ଧରାଧରି ହୋଇ ଅଫେରା ରାଇଜକୁ ଚାଲିଗଲେ ନବ ଦମ୍ପତି।

Accident Newly Married Couple Dead
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe