ସାଙ୍ଗମାନଙ୍କ ସହ ଖେଳୁଥିବା ସମୟରେ ୯ବର୍ଷର ଶିଶୁ ଦେହରେ ପଶିଗଲା ଲୁହା ଛଡ଼। ଏପରି ଘଟଣା ଘଟିଛି ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳରେ। ଆହତ ପିଲାଟିକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ପିଲାଟିର ନାମ ଜୀବନ ପାତିକାର। ପିଲାଟିର ପିଠିରେ ଲୁହା ଛଡ ପଶିଯାଇଛି।
ଆଜି ସକାଳେ ଜୀବନ ସାଙ୍ଗମାନଙ୍କ ସହ ଘର ବାହାରେ ଖେଳୁଥିଲା। ଏହି ସେ ଲୁହାରଡ ଉପରେ ପଡ଼ି ଯାଇଥିଲା। ଯାହାଫଳରେ ରଡ଼ଟି ପିଠି ପଟ ଦେଇ ଶରୀର ଭିତରକୁ ଚାଲି ଯାଇଥିଲା।
Also Read
ପିଲାଟିକୁ ପ୍ରଥମେ ପରିବାର ଲୋକେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ଥିବାରୁ ବୁ଼ର୍ଲା ସ୍ଥାନାନ୍ତର କରାଯାଇଛି। ପିଲାଟିର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାରକୁ ପିଟିଲା ହାଇୱା, ୨ ବିଜେପି କର୍ମୀଙ୍କ ମୃତ୍ୟୁ
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ।
Accident
ଧାନ ଅମଳ ମେସିନ୍ ଓଲଟି ପଡ଼ିଲା, ଦୁଇ ଭଉଣୀଙ୍କ ମୃତ୍ୟୁ
ଟ୍ରାକ୍ଟରରେ ଧାନ ଅମଳ ମେସିନ୍ ଲୋଡ୍ କରି ଏକ ଟ୍ରାକ୍ଟର ଯୋଡ଼ାବର ଅଞ୍ଚଳକୁ ଯାଇଥିଲା। ସେହି ଟ୍ରାକ୍ଟରରେ ବସିଥିଲେ ମାଝୀସାହିର ରାଜୁ ହାଂସଦାଙ୍କ ଝିଅ ଦୁଲାରୀ ହାଁସଦା ଓ ରାଣୀ ହାଁସଦା। ଟ୍ରାକ୍ଟରଟି ନାଳରେ ଓଲଟି ପଡ଼ିଥିଲା।
Accident
ଗ୍ୟାସ ସିଲିଣ୍ଡରରୁ ଲାଗିଲା ନିଆଁ; ଜଳିଗଲେ ପତ୍ନୀ, ସରପଞ୍ଚ ଗୁରୁତର
ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଜଳିଗଲେ ସରପଞ୍ଚଙ୍କ ପତ୍ନୀ । ସରପଞ୍ଚ ବି ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିବା ବେଳେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Accident
ବୃଦ୍ଧଙ୍କୁ ଗୋଡ଼ାଇ ଗୋଡ଼ାଇ କଚାଡ଼ିଲା ଦନ୍ତା; ମୃତଦେହ ଛାଡ଼ୁ ନାହାନ୍ତି ଗ୍ରାମବାସୀ
ରାତି ଅଧରେ ଜଙ୍ଗଲ ମଝିରେ ଦନ୍ତା ହାବୁଡ଼ରେ ପଡ଼ିଗଲେ ବୃଦ୍ଧ। ଦନ୍ତା ଗୋଡ଼ାଇ ଗୋଡ଼ାଇ କଚାଡ଼ି ଜୀବନ ନେଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି ସହ ଉକ୍ତ ଦନ୍ତାକୁ ଟ୍ରାଙ୍କୁଲାଇଜ୍ କରି ଅନ୍ୟତ୍ର ଛାଡ଼ିବାକୁ ଦାବି କରି ସ୍ଥାନୀୟ ଲୋକେ ରାତି ସାରା ମୃତଦେହକୁ ଜଗି ବସିଛନ୍ତି।
Accident
ଅଟୋ-ବାଇକ୍ ପିଟାପିଟି; ଜଣେ ମୃତ, ୫ ମେଡ଼ିକାଲ୍ରେ
ତେନ୍ତୁଳିଖୁଣ୍ଟି ଥାନା କଣ୍ଟାଗାଁ ଗାଁର ଅଭିମନ୍ୟୁ ମାଝୀଙ୍କ ପରିବାର ଲୋକ ଏକ ଅଟୋରେ ନବରଙ୍ଗପୁର କୋର୍ଟକୁ ଯାଇଥିଲେ। କୋର୍ଟରେ କାମ ସାରିବା ପରେ ସେହି ଅଟୋରେ ସେମାନେ ନିଜ ଗାଁକୁ ଫେରୁଥିଲେ।