4 ମାସ ପରେ ପୁଣି ଏକ ଟ୍ରେନ ଟ୍ରାଜେଡି। ସମାନ ଢଙ୍ଗରେ ହେଲା ଦୁର୍ଘଟଣା। ତେବେ ଆନ୍ଧ୍ରପ୍ରଦେଶ କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଏତେ ବଡ଼ ଦୁର୍ଘଟଣା କେମିତି ହେଲା ? ସିଗନାଲ୍ ରେଡ୍ ଥିଲା ନା ଏଥିରେ କିଛି ତ୍ରୁଟି ଥିଲା ? ଏତେ ବଡ଼ ଦୁର୍ଘଟଣା ପଛର କାରଣ କଣ ? ଦୁର୍ଘଟଣା ଯଦି ମନୁଷ୍ୟକୃତ ତେବେ କାହାର ଭୁଲ ? ତେବେ ଏସବୁର କାରଣ ଖୋଜୁଛି ରେଲୱେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମା’ ଓ ୨ ପୁଅଙ୍କ ଉପରେ ମାଡ଼ିଗଲା କାର୍
ଦୁର୍ଘଟଣାପରେ ପୁଲିସ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉ଼ଚରା କରୁଛି ଓ ଘଟଣାର ତଦନ୍ତ କରୁଛି।
Accident
ଜଳିଗଲା ଧାନ ଗଦା, ୬ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରାସ୍ତାକଡ଼କୁ ଓଲଟିଲା ବସ୍, ୧୦ ଆହତ
ରାତି ଅଧରେ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।