Advertisment

କାହାର ଭୁଲ ଯୋଗୁଁ ଘଟିଲା ଦୁର୍ଘଟଣା ?

ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

author-image
Manoj Swain

ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଗତ ସନ୍ଧାରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୩ ଛୁଇଁଛି। ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଅଛନ୍ତି । ସେମାନଙ୍କ ମଧ୍ୟରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

Advertisment
Odisha Andhra Pradesh Train Accident