ଟ୍ରେନ ନାଁ ଶୁଣିଲେ ପଡୁଛି ଛାତିରେ ଛେପ ! | Odisha Reporter
Advertisment
ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଗତ ସନ୍ଧାରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୩ ଛୁଇଁଛି। ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଅଛନ୍ତି । ସେମାନଙ୍କ ମଧ୍ୟରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us