Advertisment

କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୬ ଆହତ

କେମିକାଲ୍ ଫ୍ୟାକ୍ଟ୍ରିକୁ ସଂଯୋଗ କରୁଥିବା କ୍ଲୋରିକ୍ ଏସିଡ୍ ପାଇପ୍ ଫାଟି ଏହି ଅଘଟଣ ଘଟିଛି। ଏଥିରେ ୬ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

author-image
Niharika Rout
Blast

Blast

ଗଞ୍ଜାମର ଏକ କେମିକାଲ୍ ଫ୍ୟାକ୍ଟ୍ରିରେ ଆଜି ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି।

Advertisment

କେମିକାଲ୍ ଫ୍ୟାକ୍ଟ୍ରିକୁ ସଂଯୋଗ କରୁଥିବା କ୍ଲୋରିକ୍ ଏସିଡ୍ ପାଇପ୍ ଫାଟି ଏହି ଅଘଟଣ ଘଟିଛି। ଏଥିରେ ୬ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ MKCG ସ୍ଥାନାନ୍ତର କରାଯାଇଛି।

ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହ ଫ୍ୟାକ୍ଟ୍ରିରେ ଥିବା ଅନ୍ୟ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

Advertisment
Ganjam