ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଆଜି ସକାଳେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।
Also Read
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଏସ୍ଏମ୍ଏସ୍-୧ ୟୁନିଟ୍ରେ ଏହି ବିସ୍ଫୋରଣ ହୋଇଛି। ସକାଳ ପ୍ରାୟ ସାଢେ ୯ଟା ବେଳେ ଏହି ଅଘଟଣ ଘଟିଛି। ଗୁରୁତର ୫ ଶ୍ରମିକଙ୍କୁ ତୁରନ୍ତ ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରମାନେ ହେଲେ ହେମନ୍ତ କୁମାର ମେହର, ଭାଗବତ ମୁର୍ମୂ, ଜି.ବି କାଲୋ, କେ.କେ ବାରିକ ଓ ପ୍ରଦୀପ ଇକ୍କା ।
ତେବେ କିପରି ଓ କାହିଁକି ଏହି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ୍ ପ୍ଲାଣ୍ଟ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇ ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।