ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଆଜି ସକାଳେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।
Also Read
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଏସ୍ଏମ୍ଏସ୍-୧ ୟୁନିଟ୍ରେ ଏହି ବିସ୍ଫୋରଣ ହୋଇଛି। ସକାଳ ପ୍ରାୟ ସାଢେ ୯ଟା ବେଳେ ଏହି ଅଘଟଣ ଘଟିଛି। ଗୁରୁତର ୫ ଶ୍ରମିକଙ୍କୁ ତୁରନ୍ତ ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରମାନେ ହେଲେ ହେମନ୍ତ କୁମାର ମେହର, ଭାଗବତ ମୁର୍ମୂ, ଜି.ବି କାଲୋ, କେ.କେ ବାରିକ ଓ ପ୍ରଦୀପ ଇକ୍କା ।
ତେବେ କିପରି ଓ କାହିଁକି ଏହି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ୍ ପ୍ଲାଣ୍ଟ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇ ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।