ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଇନ୍ଦିରା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।
ଆଜି ଦାକ୍ଷାୟାନୀ ନାମକ ଯାତ୍ରୀବାହୀ ବସ୍ ବାଲେଶ୍ୱରରୁ କୋଲକତା ଅଭିମୁଖେ ଯାଉଥିଲା। ବସ୍ ରାତି ପ୍ରାୟ ଗୋଟାଏ ସମୟରେ ବସ୍ ରାତି ପ୍ରାୟ ଗୋଟାଏ ସମୟରେ ବସଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା। ସୌଭାଗ୍ୟ ବଶଃତ ବଡ଼ ଦୁର୍ଘଟଣାରୁ ବସ୍ରେ ଥିବା ୫୦ ଯାତ୍ରୀ ବର୍ତ୍ତି ଯାଇଥିଲେ।
Also Read
ଡ଼୍ରାଇଭରଙ୍କ ଆଖି ଲାଗି ଯାଇଥିବାରୁ ଏପରି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ୍ରେ ସେମାନଙ୍କ ଗନ୍ତ୍ୟବସ୍ଥଳକୁ ପଠାଯାଇଥିଲା। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବସ୍ତା ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।