ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ପୁଟୁରା ଛକ ନିକଟରେ ଆଜି ସକାଳୁ ଏକ ବସ୍ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବାରୁ ୭ ଯାତ୍ରୀ ଗୁରୁତର ହୋଇଛନ୍ତି।
ପ୍ରାୟ ୩୦ ଯାତ୍ରୀଙ୍କୁ ଧରି ‘ନୁପୁର’ ନାମକ ଏକ ଘରୋଇ ବସ୍ ବାଲିଆପାଳରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ମାତ୍ର ପୁଟୁରା ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଥିଲା।
Also Read
ତୁରନ୍ତ ସ୍ଥାନୀୟ ଲୋକେ ପହଞ୍ଚି ଆହତଙ୍କୁ ବସ୍ତା ମେଡିକାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ବସ୍ ଡ୍ରାଇଭରଙ୍କ ସମେତ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।
ଘଟଣାସ୍ଥଳରେ ସିଂଲା ପୁଲିସ ପହଞ୍ଚି ବସ୍ଟିକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି । ତେବେ ଡ୍ରାଇଭରଙ୍କ ଆଖି ଲାଖି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ଆଲୋଚନା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।