ଗତକାଲି ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି । ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି। ତେବେ ପୁରୀ ମେଡିକାଲ୍ରେ ଆବଶ୍ୟକୀୟ ଡାକ୍ତର ଓ ବର୍ଣ୍ଣ ୟୁନିଟ୍ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କଲେ ମୃତକଙ୍କ ସର୍ମ୍ପକୀୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ
ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ପାଗଳ କୁକୁର; ୭ ଆହତ
ଆହତଙ୍କ ମଧ୍ୟରେ ୫ଜଣ ମହିଳା ସହ ଜଣେ ପୁରୁଷ ଓ ଜଣେ ନାବାଳକ ଅଛନ୍ତି।