ପୁରୀ ବାଣ ବିସ୍ଫୋରଣ ଘଟଣା; ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

  • Published: Thursday, 30 May 2024
  • , Updated: 30 May 2024, 12:26 PM IST

ଗତକାଲି ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି । ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି। ତେବେ ପୁରୀ ମେଡିକାଲ୍‌ରେ ଆବଶ୍ୟକୀୟ ଡାକ୍ତର ଓ ବର୍ଣ୍ଣ ୟୁନିଟ୍‌ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କଲେ ମୃତକଙ୍କ ସର୍ମ୍ପକୀୟ।

 

Related story