ଲୋକେ ଦେଖୁଛନ୍ତି ମହିଳାଙ୍କୁ କୁମ୍ଭୀର ଖାଉଛି | Crocodile Attack Woman | Odisha Reporter
Advertisment
ମହିଳାଙ୍କୁ ଟାଣିନେଇ ଖାଇଦେଲା କୁମ୍ଭୀର । ଘଟଣାଟି ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ପାଟପୁର ଠାରେ। ମୃତ ମହିଳା ଜଣଙ୍କ ହେଲେ ଅନାମ ଚରଣ ଜେନାଙ୍କ ପତ୍ନୀ ଜୋସ୍ନା ଜେନା । ବିରୂପା ନଦୀକୁ ଲୁଗା ଧୋଇବାକୁ ଯାଇଥିବା ବେଳେ ମହିଳାଙ୍କୁ କୁମ୍ଭୀର ଟାଣିନେଇଥିଲା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us