ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।

Balangir medical PhotoOR

ଭୀମଭୋଇ ମେଡିକାଲ କଲେଜ ହସପିଟାଲ

Tapaswini Nayak
  • Published: Sunday, 22 December 2024
  • Updated: 22 December 2024, 09:42 AM IST

Sports

Latest News

ବଲା‌ଙ୍ଗିର ଜେଲ୍‌ରେ ଥିବା ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ଘଟିଛି। ମୃତ ବନ୍ଦୀଙ୍କ ଜଣଙ୍କ ହେଲେ ତୁରକେଲା ଥାନା ତୁରକେଲା ଗାଁର ୮୬ ବର୍ଷୀୟ ଗୁରୁଦେବ ଦୀପ।

୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା। ୱାରେଣ୍ଟ ବଳରେ ତୁରକେଲା ପୁଲିସ ଗତ ୧୯ ତାରିଖ ଦିନ ଗୁରୁଦେବକୁ ଗିରଫ କରି କୋର୍ଟଚାଲାଣ କରିଥିଲା। ୧୯ ତାରିଖରୁ ସେ ବଲା‌ଙ୍ଗିର ଜେଲ୍‌ରେ ଥିଲେ।

Also Read

ଗତକାଲି ରାତିରେ ଗୁରୁଦେବ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗୁରୁଦେବଙ୍କ ମୃତ୍ୟୁ ହୋଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଏଥିସହ ମୃତ ବନ୍ଦୀଙ୍କ ପରିବାର ଲୋକଙ୍କୁ ଖବର ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story