କେରଳର ୱାୟନାଡରେ ଭୂସ୍ଖଳନ ପରେ ସୃଷ୍ଟି ହୋଇଥିବା ଜଳପ୍ରଳୟ ସବୁ କିଛି ଛାରଖାର କରି ଦେଇଛି। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୫୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହ ଶହ ଲୋକ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ଆହୁରି ଅନେକ ଲୋକ ନିଖୋଜ ଅଛନ୍ତି। ନିଖୋଜ ଲୋକଙ୍କ ସନ୍ଧାନରେ ଏନଡିଆରଏଫ ଠାରୁ ଆରମ୍ଭ କରି ଆର୍ମି ମୁତୟନ ହୋଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।