ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସନ୍ଦୀପ ଆତ୍ମହତ୍ୟା କରିଛନ୍ତି ନା ତାଙ୍କ ମୃତ୍ୟୁ ପଛରେ ଆଉ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ। କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।