ଅଦ୍ୟତନ ହୋଇଛି
Dr Sandip Mishra
Advertisment
ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
Advertisment
ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସନ୍ଦୀପ ଆତ୍ମହତ୍ୟା କରିଛନ୍ତି ନା ତାଙ୍କ ମୃତ୍ୟୁ ପଛରେ ଆଉ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ। କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1724561194.jpg)