କୁଆଖାଇ ଟ୍ରାଜେଡି: ଆଉ ୨ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଯୁବକଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି।  ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି।

Drown Case

କୁଆଖାଇ ନଦୀରୁ ଉଦ୍ଧାର ମୃତଦେହ ।

Niharika Rout
  • Published: Wednesday, 12 July 2023
  • Updated: 12 July 2023, 10:29 AM IST

Sports

Latest News

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି।  ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି। ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନଙ୍କ ଘର ଜାମସେଦପୁରରେ ହୋଇଥିବା ବେଳେ ରୋହିତଙ୍କ ଘର ବାଲେଶ୍ୱରରେ । ଅବିନାଶ ଏବଂ ପ୍ରତୀକଙ୍କ ଘର କଟକରେ ବୋଲି ଜଣାଯାଇଛି।

ଅଗ୍ନିଶମବାହିନୀ, ଭୁବନେଶ୍ୱର ଷ୍ଟ୍ରାଇକିଂ ଫୋର୍ସ ଏବଂ ଓଡ୍ରାଫ୍ର ୩୦ ଜଣ ଉଦ୍ଧାରକାରୀ ଟିମ୍‌ ସହାୟତାରେ ୨ ମୃତଦେହ ଉଦ୍ଧାର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ୨ ଜଣ ସ୍କୁବା ଡାଇଭର ମଧ୍ୟ ସାମିଲ ହୋଇଥିଲେ ।  

ଗତକାଲି ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାସ୍ଥିତ ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟର ୮ ଛାତ୍ର ସାଙ୍ଗ ଧବଳହାର ନିକଟକୁ ଭୋଜି କରିବାକୁ ଯାଇଥିଲେ। ଭୋଜି ଚାଲିଥିବା ସମୟରେ ସେମାନେ ଗାଧୋଇବାକୁ ନଦୀକୁ ଯାଇଥିଲେ। ନଦୀରେ ବର୍ଷା ପାଣି ପୂରିଥିବାରୁ ସାମାନ୍ୟ ସୁଅ ମଧ୍ୟ ଥିଲା। କୌଣସି କାରଣରୁ ୮ ଜଣ ଗାଧୋଉଥିବା ବେଳେ ସେଥିରୁ ୪ ଜଣ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଜାଣିବା ପରେ ଖୋଜାଖୋଜି କରିଥିଲେ। ହେଲେ ପାଣିରୁ କାହାରି ବି ପତ୍ତା ନ ପାଇବାରୁ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

Also Read

ଅଗ୍ନିଶମ ବାହିନୀ କର୍ମଚାରୀ ବହୁ ଖୋଜାଖୋଜି ପରେ ଗତକାଲି ଜାମସେଦ୍‌ପୁରର ଆର୍ଯ୍ୟନ୍, କଟକର ଅବିନାଶଙ୍କ ମୃତଦେହ ଉଦ୍ଧାର କରିଥିଲେ । ହେଲେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଜାଖୋଜି ସତ୍ତ୍ୱେ ରୋହିତ ଓ ପ୍ରତିକଙ୍କ ପତ୍ତା ମିଳି ପାରି ନ ଥିଲ।

ଆଜି ସକାଳେ ପୁଣି ଥରେ ଅଗ୍ନିଶମ ବାହିନୀ କର୍ମଚାରୀ ଖୋଜାଖୋଜି ଆରମ୍ଭ କରିଥିବା ବେଳେ ଉଭୟ ମୃତଦେହ ଉଦ୍ଧାର କରିଛନ୍ତି। ଫଳରେ କୁଆଖାଇରେ ବୁଡ଼ି ଯାଇଥିବା ସମସ୍ତ ୪ ଜଣ ଛାତ୍ରଙ୍କ ମୃତଦେହକୁ ଉଦ୍ଧାର କରାଯାଇ ସାରିଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story