ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡରେ ଏକ ଗୋଠଛଡ଼ା ଦନ୍ତାର ଉତ୍ପାତ ଜାରି ରହିଛି। ଗତକାଲି ବିଳମ୍ବିତ ରାତିରେ ଏହି ହାତୀ କରଞ୍ଜିଆ ବନଖଣ୍ଡର କୁଳିପୋଷି ଗାଁରେ ପଶି ନଗମା କାରୁଆଙ୍କ ଘର ଭାଙ୍ଗି ଦେଇଛି। ହାତୀଟି ଘର ଭାଙ୍ଗିବା ସହିତ ଧାନ, ଚାଉଳ ଖାଇ ଦେଇଛି।
Also Read
ହାତୀ ଆକ୍ରମଣରେ ଘରଟି ନଷ୍ଟ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ନଗମା କାରୁଆ ଓ ତାଙ୍କ ପରିବାର ଲୋକେ। ନଗମା କାରୁଆ ଜଣେ ଗରିବ ଲୋକ ହୋଇଥିବାରୁ ତାଙ୍କୁ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି କରିଛନ୍ତି। ଗ୍ରାମବାସୀ।
ରିପୋର୍ଟ- କରଞ୍ଜିଆରୁ ଦୀପକ କୁମାର ମହନ୍ତ
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।