ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗି ରେଞ୍ଜ ଡମଣଭୂଇଁ ଭଣ୍ଡାରୀଝର ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ହାତୀର କିପରି ମୃତ୍ୟୁ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନ ବିଭାଗର ତଦନ୍ତ ଜାରି ରଖିଛି। ଗତ ୨ ମାସ ତଳେ ସେହି ସ୍ଥାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା।
ସେହିପରି କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ଖୁଣ୍ଟୁଣୀ ବନାଞ୍ଚଳ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ୯ ମାସର ହାତୀ ଛୁଆର ମୃତ୍ୟୁ ଘଟିଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।