Advertisment

ବିଦ୍ୟୁତ ଆଘାତରେ ଗଲା ଦନ୍ତାର ଜୀବନ!

ଗତ ୨ ମାସ ତଳେ ସେହି ସ୍ଥାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା।

ଅଦ୍ୟତନ ହୋଇଛି
Elephant Death

Elephant Death

Advertisment

ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗି ରେଞ୍ଜ ଡମଣଭୂଇଁ ଭଣ୍ଡାରୀଝର ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ହାତୀର କିପରି ମୃତ୍ୟୁ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନ ବିଭାଗର ତଦନ୍ତ ଜାରି ରଖିଛି। ଗତ ୨ ମାସ ତଳେ ସେହି ସ୍ଥାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା।

Advertisment

ସେହିପରି କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ଖୁଣ୍ଟୁଣୀ ବନାଞ୍ଚଳ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ  ୯ ମାସର ହାତୀ ଛୁଆର ମୃତ୍ୟୁ ଘଟିଛି।
ସେପଟିସେମିଆ ରୋଗରେ ପୀଡିତ ହୋଇ ହାତୀର ମୃତ୍ୟୁ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Elephant Death Khorda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe