ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏହି ଘଟଣା ଘଟିଛି। ବନ ବିଭାଗର କର୍ମଚାରୀ ପହଞ୍ଚି ହାତୀଟି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।
ଗତକାଲି ରାତିରେ ହାତୀଟି ଖାଦ୍ୟ ଅନ୍ୱେଷଣରେ ଆସିଥିଲା। ଏହି ସମୟରେ ନୂଆଗାଁ ନିକଟ ଜଙ୍ଗଲ ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀଟି ଆସିଯାଇଥିଲା। ଘଟଣାସ୍ଥଳରେ ତାର ମୃତ୍ୟୁ ଘଟିଥିଲା।
Also Read
ଆଜି ସକାଳେ ସ୍ଥାନୀୟ ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ପହଞ୍ଚି ହାତୀଟିର ମୃତଦେହ ଉଦ୍ଧାର କରିଛି। ତେବେ ଭାଲୁର ମୃତ୍ୟୁ ନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।