ଦନ୍ତା ହାତୀ ଉପରେ ମାଡ଼ିଗଲା ମାଲବାହୀ ଟ୍ରେନ। ଢେଙ୍କାନାଳ-ଅନୁଗୋଳ ମଧ୍ୟରେ ଥିବା ମେରାମଣ୍ଡଳୀ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ହାତୀଟି ୧୪ରୁ ୧୫ ବର୍ଷ ହେବା ବୋଲି ପୂର୍ବାନୁମାନ କରାଯାଉଛି।
ଗତକାଲି ବିଳମ୍ବିତ ରାତିରେ ହାତୀ ପଲ ରେଳଧାରଣା ପାର ହୋଇ ଯାଉଥିଲେ। ଏହି ସମୟରେ ମାଲବାହୀ ଟ୍ରେନଟି ସେହି ଟ୍ରାକ ଦେଇ ଯିବା ବେଳେ ହାତୀଟିକୁ ଧକ୍କା ଦେଇଥିଲା। ହାତୀଟି ଛିଟିକି ତଳେ ଅନ୍ୟତ୍ର ପଡ଼ିଯାଇଥିଲା। ଘଟଣାସ୍ଥଳରେ ହାତୀଟିର ମୃତ୍ୟୁ ଘଟିଥିଲା।
Also Read
ବନ ବିଭାଗ ଟିମ ଓ ସ୍ଥାନୀୟ ପୁଲିସ ପହଞ୍ଚି ହାତୀର ମୃତଦେହକୁ ଉଦ୍ଧାର କରିଥିଲେ। କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ। ପୁଲିସ ଓ ବନ ବିଭାଗ ଘଟଣାର ତଦନ୍ତ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।