ଦନ୍ତାହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ ଚାଉଳିଆ ନିକଟରେ ଏହି ଘଟଣା ଘଟିଛି।
ମୃତ ବ୍ୟକ୍ତିଙ୍କ ନାଁ ବ୍ରହ୍ମାନନ୍ଦ ନାଏକ। ସେ ଚାଉଳିଆ ଗାଁର ବାସିନ୍ଦା ଥିଲେ। ଧାନବିଲକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ ବ୍ରହ୍ମାନନ୍ଦ। ହାତୀ ତାଙ୍କୁ କଚାଡ଼ି ମାରି ଦେଇଥିଲା।
Also Read
ଖବରପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ବନବିଭାଗ ଅଧିକାରୀ। ସେମାନେ ଘଟଣାର ତଦନ୍ତ କରୁଛନ୍ତି।
ଦନ୍ତାହାତୀଟି କିଛି ଦିନ ହେବ ଚାଉଳିଆ ଆଖପାଖ ଅଞ୍ଚଳରେ ବୁଲୁଛି। ଫଳରେ ଭୟଭୀତ ଅବସ୍ଥାରେ ଅଛନ୍ତି ସ୍ଥାନୀୟ ବାସିନ୍ଦା। ତୁରନ୍ତ ଦନ୍ତାହାତୀଟିକୁ ଘଉଡ଼ାଇବାକୁ ଦାବି କରିଛନ୍ତି ଅଞ୍ଚଳବାସୀ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।