/odisha-reporter/media/post_attachments/uploadimage/library/16_9/16_9_0/Villagers_1715003629.jpg)
Villagers
ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ମଧୁପୁର ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ କୁମୁଦ ସାହୁ (୫୫)।
Advertisment
ଛେଳି ଚରାଇବାକୁ ଯାଇଥିବା ବେଳେ ଏକ ହାତୀ କୁମୁଦଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟ ହୋଇଥିଲା। କୁମୁଦଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖା ଦେଇଛି। ହାତୀ ଉପଦ୍ରବ ରୋକିବା ଓ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ଅଞ୍ଚଳବାସୀ। ଘଟଣାସ୍ଥଳରେ ପୁଲିସ ଓ ବନବିଭାଗ ଅଧିକାରୀମାନେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।
ରିପୋର୍ଟ- ଅନୁଗୋଳରୁ ବିରଜା ଦାସ
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
