ନିଲାମ ହେଲା ବାହାନଗାରେ କରମଣ୍ଡଳ ଏକ୍ସପ୍ରେସର ଇଞ୍ଜିନ ଓ ବଗି

ଡିସେମ୍ବର ୫ ତାରିଖ ସୁଦ୍ଧା ସବୁ କୋଚ୍ ଓ ଇଞ୍ଜିନ ଗୁଡ଼ିକୁ ନେଇଯିବ କଂପାନୀ।

Train PhotoOR

ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସର କ୍ଷତିଗ୍ରସ୍ତ ଇଞ୍ଜିନ

Tapaswini Nayak
  • Published: Saturday, 28 October 2023
  • Updated: 28 October 2023, 01:31 PM IST

Sports

Latest News

ନିଲାମ ହୋଇଛି ବାଲେଶ୍ୱର ଜିଲ୍ଲା ବାହାନଗାରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସର କ୍ଷତିଗ୍ରସ୍ତ ଇଞ୍ଜିନ ଓ ବଗି। କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ଏହାର କୋଚ୍ ଓ ଇଞ୍ଜିନି ନିଲାମ କରାଯାଇଛି। ହାୱଡାର ମୋହିତ ଷ୍ଟିଲ କମ୍ପାନୀ ଏହି କ୍ଷତିଗ୍ରସ୍ତ ଇଞ୍ଜିନ ଓ କୋଚ ସବୁକୁ ୩କୋଟି ୮୨ ଲକ୍ଷ ଟଙ୍କା ଦେଇ କିଣିଛି।

ଗତ ଜୁନ ୨ ତାରିଖରେ ବାହାନଗାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଥିଲା। ଶାଳିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା। ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌। ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ।

Also Read

ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା। ସେବେଠୁ ଦୁର୍ଘଟଣାସ୍ଥଳରେ ପଡିଥିଲା ଏହି ହୃଦୟଥରା ଦୁର୍ଘଟଣାର ମୂକସାକ୍ଷୀ କ୍ଷତିଗ୍ରସ୍ତ ଟ୍ରେନର ଇଞ୍ଜନ ଓ ବଗି। ଡିସେମ୍ବର ୫ ତାରିଖ ସୁଦ୍ଧା ସବୁ କୋଚ୍ ଓ ଇଞ୍ଜିନ ଗୁଡ଼ିକୁ ନେଇଯିବ କଂପାନୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story