Advertisment

ଟ୍ରକ୍ ଧକ୍କାରେ ବାପ-ଝିଅ ମୃତ

ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କର ମୃତଦେହକୁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ କରୁଛି।

author-image
Jitendra Garnayak
Dead Body

Dead Body

କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ଅନ୍ତର୍ଗତ ରୁଗୁଡ଼ି ଛକ ନିକଟରେ ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତି ଓ ତାଙ୍କ ୬ ବର୍ଷର ଝିଅଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା।

Advertisment

ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କର ମୃତଦେହକୁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ କରୁଛି।

ଏହି ଘଟଣା ପରେ ଘଟଣାସ୍ଥଳରେ ଲୋକେ କିଛି ସମୟ ପାଇଁ ରାସ୍ତାରୋକ କରିଥିଲେ। ଫଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

Advertisment
Accident Road Accident