ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କ ଅଫ୍ ଇଣ୍ଡିଆର କାର୍ଯ୍ୟାଳୟ ଥିବା ତୃତୀୟ ମହଲାରେ ନିଆଁ ଲାଗିଯାଇଛି। ୩ ଜଣଙ୍କୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଛି। ୩ ଅସୁସ୍ଥ ମଧ୍ୟରେ ଜଣେ ମହିଳା ସମେତ ୨ଜଣ ପୁରୁଷ ଥିବା ଜଣାଯାଇଛି।
ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ବ୍ୟାଙ୍କ ଭିତରେ ଅନେକ କର୍ମଚାରୀ ଫଶି ରହିଥିବା ଆଶଙ୍କା କରାଯାଉଛି। ଧୂଆଁ ଅଧିକ ହେଉଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି।
Also Read
ନିଆଁ ଉପର ମହଲାକୁ ବ୍ୟାପବାର ଆଶଙ୍କା ରହିଛି। କ୍ୟାଣ୍ଟିନରୁ ଏହି ନିଆଁ ଲାଗିଥିବା ଆଶଙ୍କା କରାଯାଉଛି। ଅଗ୍ନିଶମ ବାହିନୀ କର୍ମଚାରୀ ନିଆଁ ଲିଭାଇବା ପାଇଁ ଉଦ୍ୟମ ଚଳାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।