ଫକୀର ମୋହନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ

ACରେ ସର୍ଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

fire PhotoOR

ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଛନ୍ତି

Tapaswini Nayak
  • Published: Monday, 04 September 2023
  • Updated: 04 September 2023, 10:43 AM IST

Sports

Latest News

ବାଲେଶ୍ୱର ଫକୀର ମୋହନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏସିରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁ କାହାର କିଛି କ୍ଷୟକ୍ଷତି ହୋଇନାହିଁ। ନିଆଁକୁ ଆୟତ୍ତ କରାଯାଇଛି।

 ଆଜି ସକାଳେ ଫକୀର ମୋହନ ମେଡିକାଲ୍ କଲେଜ ଓ ହସ୍ପିଟାଲର ପ୍ରଥମ ମହଲା ଥିବା ମେଡିସିନ ୱାର୍ଡର ଷ୍ଟାଫ୍ ବସୁଥିବା ଏକ ରୁମ୍‌ର ଏସିରୁ ନିଆଁ ବାହାରିଥିଲା। ଏହାପରେ ମେଡିକାଲ ଧୂଆଁମୟ ହୋଇଯାଇଥିଲା। ରୋଗୀମାନେ ଧୂଆଁ ଦେଖି ଭୟଭୀତ ହୋଇପଡ଼ିଥିଲେ। ସଙ୍ଗେସଙ୍ଗେ ରୋଗୀ ଓ ସେମାନଙ୍କ ସହ ଥିବା ସମ୍ପର୍କୀୟ ବାହାରକୁ ପଳାଇ ଆସିଥିଲେ। ଧୂଆଁ ଯୋଗୁ କୌଣସି ରୋଗୀଙ୍କର କିଛି ହୋଇ ନାହିଁ।

ମେଡିକାଲ୍ ପକ୍ଷରୁ ଏନେଇ ଅଗ୍ନିଶମ ବାହିନୀଙ୍କୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ ଓ ମେଡିକାଲ କର୍ମଚାରୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରାଯାଇଥିଲା। ACରେ ସର୍ଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଓଭରଲୋଡ ଯୋଗୁ ଏପରି ହୋଇଥିବା ଅନୁମାନ କରାଯାଉଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story