Fire
Advertisment
ଅନୁଗୋଳ ବଜାରଛକ ସ୍ଥିତ ଏକ ଡ୍ରେସ ଶୋ’ ରୁମରେ ଆଜି ନିଆଁ ଲାଗି ଯାଇଛି ନିଆଁ । ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଛି।
Advertisment
ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡିନଥିଲେ ମଧ୍ୟ ଶର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ନିଆଁ ଲାଗିବା ମାତ୍ରେ ଶୋ’ରୁମରେ ଥିବା କର୍ମଚାରୀ ମାନେ ଭୟରେ ବାହାରକୁ ଚାଲି ଆସିଥିଲେ । ଫଳରେ କେହି ମୃତାହତ ହୋଇ ନ ଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଥିବା ଜଣାଯାଇଛି।
ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିବା ବେଳେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ନିଆଁ ଆୟତ୍ତ ହୋଇ ନ ଥିବା ଜଣାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us