ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ

ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।

Fire PhotoOR

ନିଆଁ ଲାଗି ଜଳିଯାଇଛି ବିଭିନ୍ନ ସାମଗ୍ରୀ

Tapaswini Nayak
  • Published: Wednesday, 18 December 2024
  • Updated: 18 December 2024, 12:02 PM IST

Sports

Latest News

ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ। ନିଆଁ ଲାଗି ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ। ଗଞ୍ଜାମ କୋଦଳା ମୁଖ୍ୟ ରାସ୍ତାରେ ଥିବା ଜଗନ୍ନାଥ ସାହୁଙ୍କ ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ନିଆଁ ଲାଗି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର କଞ୍ଚମାଲ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। କମ୍ପାନୀରେ ନିଆଁ ଲାଗିଯାଇଥିବା ଦେବା ଦେଖି ସ୍ଥାନୀୟ ଲୋକେ କମ୍ପାନୀ ମାଲିକଙ୍କୁ ଫୋନ୍‌ କରିବା ସହ ଅଗ୍ନିଶମ ବାହିନୀକୁ ଫୋନ୍ କରିଥିଲେ। ୨ଘଣ୍ଟାର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ଫ୍ୟାକ୍ଟ୍ରିରେ ମୃଦୁ ପାନୀୟ, କେକ୍, ରୁଟି ଭଳି ସାମଗ୍ରୀର କଞ୍ଚାମାଲ ସମେତ କିଛି ଯନ୍ତ୍ରାଂଶ ପୋଡ଼ି ପାଉଁଶ ହୋଇଥିବା ସୂଚନା ମିଳିଛି।

Also Read

ସଟ୍ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି। ତେବେ ଫ୍ୟାକ୍ଟ୍ରିରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story